Browsing Category

State

ଓଜେଇଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଓଜେଇଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ । ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ।…
Read More...

ବାରବାଟୀ କଟକରୁ ପ୍ରାର୍ଥୀ ହୋଇପାରନ୍ତି ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାରବାଟୀ କଟକରୁ ପ୍ରାର୍ଥୀ ହୋଇପାରନ୍ତି ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ। ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ଏଥର ନିର୍ବାଚନରେ ମଇଦାନକୁ ଓହ୍ଲାଇ ପାରନ୍ତି…
Read More...

ବଡବିଲ ଅବକାରୀ ଥାନା ପରିସରରେ ଅଗ୍ନିକାଣ୍ଡ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଡବିଲ ଅବକାରୀ ଥାନା ପରିସରରେ ଅଗ୍ନିକାଣ୍ଡ ଘଟି, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି | କେନ୍ଦୁଝର ଜିଲ୍ଲା ବଡ଼ବିଲ ସହରର କିରିବୁରୁଛକ ନିକଟସ୍ଥ ଅବକାରୀ ଥାନା ପରିସରରେ ଆଜି ଅଗ୍ନିକାଣ୍ଡ ଘଟି…
Read More...

ମହାକାଳପଡ଼ା ବିଧାନସଭା କ୍ଷେତ୍ରରେ ଭାଜପାର ରୋଡ଼ଶୋ ରୁ ବାଦ ପଡିଲେ ଅନେକ ପୁରୁଖା ନେତୃତ୍ୱ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମହାକାଳପଡ଼ା ବିଧାନସଭା କ୍ଷେତ୍ରରେ ଭାଜପାର ରୋଡ଼ଶୋ ରୁ ବାଦ ପଡିଲେ ଅନେକ ପୁରୁଖା ନେତୃତ୍ୱ | କେନ୍ଦ୍ରାପଡା ଲୋକସଭା କ୍ଷେତ୍ର ଅଧୀନ ମହାକାଳପଡ଼ା ବିଧାନ ସଭା କ୍ଷେତ୍ର ର ଅଙ୍ଗୁଳାଇ ଠାରୁ ବଢିହି…
Read More...

ମୋଦୀଙ୍କ ମଙ୍ଗଳସୂତ୍ର ବୟାନ ଉପରେ ପ୍ରତିକ୍ରିୟା ପ୍ରକାଶ କଲେ ପ୍ରିୟଙ୍କା ଗାନ୍ଧୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ‘ମଙ୍ଗଳସୂତ୍ର’ ମନ୍ତବ୍ୟ ପାଇଁ ତାତ୍ସଲ୍ୟ କରିଛନ୍ତି। ତାଙ୍କ ପରିବାରର ମହିଳାମାନେ ଦେଶ ପାଇଁ…
Read More...

ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଗକୁ ନିର୍ବାଚନ ଥିବା ବେଳେ ଆଜି ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।  ତାଙ୍କ ସହ ୫ଟି ଅଧ୍ୟକ୍ଷ ଭି…
Read More...

ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କାଲିଠୁ ବିଜେପିର ବିଧିବଦ୍ଧ ଭାବେ ପ୍ରଚାର ବିଗୁଲ ଫୁଙ୍ଖିବେ। ଅପରାହ୍ଣ ସାଢ଼େ ୩ଟାରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ ଶାହ। ସେଠାରୁ…
Read More...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମାଡ଼ି ଆସୁଛି ଭୟଙ୍କର ତାତି।   ଅସହ୍ୟ ତାତି ସହ ଗରମ ଓ ଗୁଳୁଗୁଳିରୁ ମିଳିବନି ନିସ୍ତାର। ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା…
Read More...

ବିଜୁ ଜନତା ଦଳର ଘରେ ଘରେ ଶଂଖ କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲେଶ୍ବର ପୌରପରିଷଦ ୭ନଂ ୱାର୍ଡରେ ବିଜୁ ଜନତା ଦଳର ଘରେ ଘରେ ଶଂଖ କାର୍ଯ୍ୟକ୍ରମ ଅନୁଷ୍ଠିତ | ବାଲେଶ୍ବର ପୌରପରିଷଦ ୭ନଂ ୱାର୍ଡରେ ଅନୁଷ୍ଠିତ ହୋଇଥିଲା ଘରେ ଘରେ ଶଂଖ କାର୍ଯ୍ୟକ୍ରମ। ଏହି…
Read More...

କ୍ୟାନ୍ସର ଆକ୍ରାନ୍ତ ସ୍ୱାମୀର ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧା, ସ୍ତ୍ରୀର ଆକୁଳ ନିବେଦନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କ୍ୟାନ୍ସର ଆକ୍ରାନ୍ତ ସ୍ୱାମୀର ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧା ସ୍ତ୍ରୀର ଆକୁଳ ନିବେଦନ | ଦୁଃଖର ପାହାଡ ତଳେ ଚାପିହୋଇ ଯାଇଛି ସାରା ପରିବାର। ଅଭାବ ଅନଟନ ମଧ୍ୟରେ ସମସ୍ତଙ୍କ ମୁହଁରୁ ହଜିଯାଇଛି…
Read More...