Browsing Category

State

ମଧ୍ୟାହ୍ନ ଭୋଜନ ଖାଇ ୨୪ ଛାତ୍ରଛାତ୍ରୀ ଅସୁସ୍ଥ

ଓଡ଼ିଆ ନ୍ୟୁଜ (ବ୍ୟୁରୋ) : ମଧ୍ୟାହ୍ନ ଭୋଜନ ଖାଇବା ପରେ ୨୪ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି।  ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଖଣ୍ଡତଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ…
Read More...

ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଘେରି ଗଲେ ପାରା ମେଡିକାଲ୍ ଓ ନର୍ସିଂ ଷ୍ଟାଫ୍

ଓଡ଼ିଆ ନ୍ୟୁଜ (ବ୍ୟୁରୋ) :  କଟକ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରକୁ ଯାଇଥିବା ବେଳେ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଘେରି ଯାଇଥିଲେ ଠିକା ପାରା ମେଡିକାଲ୍ ଓ ନର୍ସିଂ ଷ୍ଟାଫ୍ । ଯାହାକୁ ନେଇ ସେଠାରେ…
Read More...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ “ସିଏମଓ” କହିଲେ ଲୋକେ “କରପସନ୍ ମୋବିଲାଇଜେସନ ଅଫିସ” ବୋଲି ଭାବୁଛନ୍ତି : ଅନିଲ…

ଓଡିଆ ନ୍ୟୁଜ୍(ବ୍ୟୁରୋ): ଓଡିଶାରେ ଯେତେ ଦୁର୍ନୀତି ଗ୍ରସ୍ତ ଅଧିକାରି ବା ବ୍ୟବସାୟୀ ଧରା ପଡୁଛନ୍ତି ସମସ୍ତଙ୍କର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ସହିତ ମଧୁର ସର୍ମ୍ପକ ଅଛି ବୋଲି ସାମନାକୁ ଆସୁଛି । ନବରଙ୍ଗପୁରରେ ପ୍ରଶାନ୍ତ…
Read More...

‘ଆମ ପୋଖରୀ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ (ବ୍ୟୁରୋ) : ଆଜି 'ଆମ ପୋଖରୀ' ଯୋଜନା ଶୁଭାରମ୍ଭ ହୋଇଛି। ଲୋକସେବା ଭବନର କନଭେନସନ୍ ସେଣ୍ଟରର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସହରାଂଚଳରେ ଥିବା ସମସ୍ତ ଜଳାଶୟ ନବୀକରଣ ଏହି…
Read More...

ଯୁକ୍ତ ୨ ନାମଲେଖା ପାଇଁ ପ୍ରକାଶ ପାଇଲା ମେଧା ତାଲିକା, ଜାଣନ୍ତୁ କେଉଁ କଲେଜ ନେଲା ଅଧିକ କଟ ଅଫ

ଓଡ଼ିଆ ନ୍ୟୁଜ (ବ୍ୟୁରୋ) : ଯୁକ୍ତ ୨ ପ୍ରଥମ କଟ୍ଅଫ୍ ମାର୍କ ପ୍ରକାଶ ପାଇଛି । କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଆଗରେ ରହିଛି । ପ୍ରଥମ କଟଅଫ୍‌ରେ ୪ ଲକ୍ଷ ୧୨ ହଜାର ୩୬୮ ଜଣ ମନୋନୀତ ହୋଇଛନ୍ତି। ୧୩ ତାରିଖ ମଧ୍ୟରେ ନାମ…
Read More...

ଶ୍ରୀମନ୍ଦିର ଆସୁଥିବା ଭକ୍ତଙ୍କ ପାଇଁ ଡ୍ରେସକୋଡ ହେଉ: ଦଇତାପତି ନିଯୋଗ

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଙ୍କ ପାଇଁ ଡ୍ରେସ୍ କୋଡ୍ ବ୍ୟବସ୍ଥା କରିବାକୁ ଦାବି ହୋଇଛି ଶ୍ରୀମନ୍ଦିରରେ ସେବାୟତଙ୍କ ଦଇତାପତି ନିଯୋଗ। ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସୁଥିବା ଅନେକ ଭକ୍ତ ଠିକ୍…
Read More...

୮ ମାସ ତଳେ ହୋଇଥିଲା ନବୀକରଣ, ଖସିପଡ଼ିଲା ୫-ଟି ସ୍କୁଲର ପ୍ଲାଷ୍ଟର

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ୮ ମାସ ତଳେ ହୋଇଥିଲା ନବୀକରଣ ଖସିପଡ଼ିଲା ୫-ଟି ସ୍କୁଲର ପ୍ଲାଷ୍ଟର। ସୁନ୍ଦରଗଡ଼ ଜିଲ୍ଲାର ଏକ ୫-ଟି ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବୁଧବାର ଖେଳ ଛୁଟି ପାଇଁ ବାହାରକୁ ଯାଇଥିବା ବେଳେ ଏକ…
Read More...

ଆଜିଠୁ ଓଜେଇଇ କାଉନସେଲିଂ : ୪ଟି ପର୍ଯ୍ୟାୟରେ ହେବ ‌ସିଟ୍‌ ଆଲଟ୍‌ମେଣ୍ଟ

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଆଜିଠୁ ଓଜେଇଇ କାଉନସେଲିଂ । ଏଣୁ ରାଜ୍ୟରେ ଥିବା ସରକାରୀ ଓ ଘରୋଇ କଲେଜର ବିଟେକ୍‌, ବିଆର୍କିଟେକ୍‌, ବିପ୍ଲାନ୍‌, ବିକାଟ୍‌, ଇଣ୍ଟିଗ୍ରେଟେଡ୍‌ ଏମ୍‌ଏସ୍‌ସି ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା…
Read More...

ସ୍ବାଭାବିକ ଅବସ୍ଥାକୁ ଫେରିଲା ମୌସୁମୀ, ଆସନ୍ତା କାଲିଠାରୁ ବର୍ଷାର ପରିମାଣ ବଢିବ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ସ୍ବାଭାବିକ ଅବସ୍ଥାକୁ ଫେରିଲା ମୌସୁମୀ । ଉପକୂଳ ମୁହାଁ ହେଲା କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହେଲା ବର୍ଷା । କାଲିଠୁ ବଢିବ ବର୍ଷାର…
Read More...

ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ବାସଭବନକୁ ଟମାଟୋ ମାଡ଼

ଓଡ଼ିଆ ନ୍ୟୁଜ (ବ୍ୟୁରୋ) :  ଦରଦାମ ବୃଦ୍ଧିକୁ ନେଇ ଛାତ୍ର କଂଗ୍ରେସ ପକ୍ଷରୁ ରାଜଧାନୀରେ ପ୍ରତିବାଦ କରାଯାଇଛି। ଛାତ୍ର କଂଗ୍ରେସର କର୍ମକର୍ତ୍ତାମାନେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସରକାରୀ ବାସଭବନ ଆଗରେ…
Read More...