Browsing Category

State

ବିଜେପିରେ ମିଶିଲେ ଆଠଗଡର ଟାଣୁଆ ବିଜେଡି ନେତା ଅଭୟ ବାରିକ,

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ସଭାପତି  ମନମୋହନ ସାମଲଙ୍କ ଉପସ୍ଥିତିରେ କଟକ ଜିଲ୍ଲାର ଆଠଗଡ ନିର୍ବାଚନ ମଣ୍ଡଳୀର ଯୁବ ବିଜେଡି ନେତା ତଥା ଗତ…
Read More...

ଆଦାନୀ କମ୍ପାନୀକୁ କେଉଁ ସୂତ୍ରରୁ ଆସିଲା ୨୦ ହଜାର କୋଟି ଟଙ୍କା ପ୍ରଶ୍ନର ଉତର ମିଳୁନି କାହିଁକି? ରାହୁଲ ଗାନ୍ଧୀଙ୍କୁ…

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆଜି ଭୁବନେଶ୍ୱର କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟସଭା ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ଡଃ ଆମୀ ୟାଗ୍‌ନିକ ଉଦ୍‌ବୋଧନ ଦେଇ ଦେଶର ଗଣତନ୍ତ୍ର ତଥା ସମ୍ବିଧାନ ପ୍ରତି…
Read More...

ଉତ୍କଳ ଦିବସରେ ଚାଷୀଙ୍କ ଖାତାକୁ ଯିବ କାଳିଆ ଟଙ୍କା, ୫୩ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ଏହି ଅର୍ଥରାଶି ବଣ୍ଟନ କରିବେ…

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ପୁଣି ଚାଷୀଙ୍କ ଖାତାକୁ ଯିବ କାଳିଆ ଯୋଜନାର ଟଙ୍କା।  ଆସନ୍ତା ୧ ତାରିଖ ଉତ୍କଳ ଦିବସରେ ଚାଷୀମାନଙ୍କୁ ‘କାଳିଆ’ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ…
Read More...

ଦୀପାଳି ଦାସ ହେଲେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ, ବିଜେଡି ସୁପ୍ରିମୋ କଲେ ଘୋଷଣା

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା । ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ । ଦୀପାଳିଙ୍କ ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବ ଦାସଙ୍କ ମୃତ୍ୟୁ ପରେ…
Read More...

ଓଡ଼ିଶାକୁ ଆଗକୁ ନେବାକୁ ସ୍ୱପ୍ନ ଦେଖୁଥିବା ୯ ଯୁବ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କଲେ କେନ୍ଦ୍ରମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ୨୦୩୬ରେ ଓଡିଶା ଭାଷାଭିତ୍ତିକ ରାଜ୍ୟ ଭାବରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ଓ ୨୦୪୭ରେ ଦେଶ ସ୍ୱାଧୀନତା ପୂର୍ତ୍ତିର ୧୦୦ ବର୍ଷ ପୂରଣ କରିବ । ଏହି ସମୟ ଅବଧିରେ ବିଶ୍ୱର ସମ୍ଭାବନା ଓ ସୁଯୋଗକୁ…
Read More...

ଏପ୍ରିଲ ପହିଲାରୁ ବୃଦ୍ଧି ପାଇବ ଓମଫେଡ୍ କ୍ଷୀର ଦର, ଜାଣନ୍ତୁ କେତେ ଦେବେ ଆପଣ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଏପ୍ରିଲ ପହିଲାରୁ ବୃଦ୍ଧି ପାଇବ ଓମଫେଡ୍ କ୍ଷୀର ଦର । ୫୦୦ ମିଲିକୁ ୨ ଟଙ୍କା ହିସାବରେ ସମସ୍ତ ପ୍ରକାର କ୍ଷୀର ଦର ବୃଦ୍ଧି କରାଯାଇଥିବା ଓମଫେଡ ପକ୍ଷରୁ କୁହାଯାଇଛି । କୃଷକଙ୍କ ଖର୍ଚ୍ଚ ବୃଦ୍ଧି,…
Read More...

FM ମେଡିକାଲ କଲେଜ ବିଲ୍ଡିଂରୁ ଡେଇଁ ଡାକ୍ତରୀ ଛାତ୍ରଙ୍କ ଆତ୍ମହତ୍ୟା, ମୃତ୍ୟୁର କାରଣ ଅସ୍ପଷ୍ଟ

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ବାଲେଶ୍ବର ରେମୁଣା ସ୍ଥିତ ଫକୀରମୋହନ ମେଡିକାଲ କଲେଜ ବିଲ୍ଡିଂରୁ ଡେଇଁ ଜଣେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ହୋଇଛି । ଶୁକ୍ରବାର ରାତି ପ୍ରାୟ ୩ଟା ବେଳେ ଏହି ଘଟଣା ଘଟିଥିବା ବେଳେ ମୃତ ଛାତ୍ରଜଣକ…
Read More...

ସମ୍ବଲପୁରରେ ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ୬ ଜଣଙ୍କ ମୃତ୍ୟୁ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ସମ୍ବଲପୁରରେ ବଡ଼ ଝରଣର ବରଯାତ୍ରୀ ଗାଡ଼ି ଦୁର୍ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁର ଶାସନ ଥାନା ଅନ୍ତର୍ଗତ ବିଶାଳଖିଣ୍ଡା ସ୍ଥିତ ଶାସନ କେନାଲକୁ ଏକ ବୋଲେରୋ ଗାଡ଼ି ଖସିପଡ଼ିଛି।…
Read More...

ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ଅଫ୍ ସପ୍ ମଦ ଦୋକାନ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆସିଲା ଅବକାରୀ ନୀତି । ଏନେଇ ଅବକାରୀ ବିଭାଗ ପକ୍ଷରୁ ଜାରି ହେଲା ନୂଆ ନିୟମ । ରାଜ୍ୟ ସରକାର ଆଇଏମଏଫଏଲ୍ ଉପରେ ଅବକାରୀ ଶୁଳ୍କରେ ସାମାନ୍ୟ ବୃଦ୍ଧି କରିଛନ୍ତି । ଏହା…
Read More...

ନବନିଯୁକ୍ତ ପର୍ଯ୍ୟବେକ୍ଷକଙ୍କୁ ନେଇ କାଲି ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ନବୀନ ନିବାସରେ ଆସନ୍ତାକାଲି ବିଜେଡିର ନବନିଯୁକ୍ତ ପର୍ଯ୍ୟବେକ୍ଷକଙ୍କୁ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ। ଝାରସୁଗୁଡ଼ା…
Read More...