Browsing Category

Uncategorized

ବରଗଡ଼ରେ ନୂଆଁଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ, ନିଶାର୍ଦ୍ଧ ପରେ ଗ୍ରାମ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ଲାଗିହେବ ନବାନ୍ନ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ବରଗଡ଼ରେ ନୂଆଁଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ କରାଯାଇଛି। ନିଶାର୍ଦ୍ଧ ପରେ ଗ୍ରାମ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ଲାଗିହେବ ନବାନ୍ନ। ଆସନ୍ତା ୨୦ ତାରିଖ ବୁଧବାର ଭାଦ୍ରବ ଶୁକ୍ଳ ପଞ୍ଚମୀ ଅମୃତ ବେଳାରେ…
Read More...

ଗଜପତିରେ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ କଲେ ସମୀକ୍ଷା ୫-ଟି ସଚିବ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଗଜପତିରେ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ କଲେ ସମୀକ୍ଷା ୫-ଟି ସଚିବ। ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଜନସାଧାରଣଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବା ଉପରେ…
Read More...

ସୁସ୍ଥ ହୋଇ ଘରକୁ ଫେରିଲେ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ସୁସ୍ଥ ହୋଇ ଘରକୁ ଫେରିଲେ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ପ୍ରଣବ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଘରୋଇ ହସପିଟାଲରେ…
Read More...

ନାଳରେ ପଡି ତୃତୀୟ ଶ୍ରେଣୀର ଛାତ୍ରର ମୃତ୍ୟୁ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ନୂଆପଡା ଜିଲ୍ଲା ବୋଡେ଼ନ ଥାନା ଅନ୍ତର୍ଗତ ବୁଢ଼ାପରା ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଅଘଟଣ। ବିଦ୍ୟାଳୟ ନିକଟସ୍ଥ ନାଳପାଣିରେ ବୁଡି ଜଣେ ତୃତୀୟ ଶ୍ରେଣୀର ଛାତ୍ରର ମୃତ୍ୟୁ ଘଟିଛି।  ମୃତ ଛାତ୍ର ଜଣକ…
Read More...

ସେପ୍ଟେମ୍ବର ୨କୁ ଘୁଞ୍ଚିଲା ଗୋପାଳ ଦାସ ଡିସଚାର୍ଜ ପିଟିସନ୍ ଶୁଣାଣି

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ମନ୍ତ୍ରୀ ନବଦାସ ହତ୍ୟା ମାମଲାରେ ଗୋପାଳ ଦାସ ଡିସଚାର୍ଜ ପିଟିସନ୍ ଶୁଣାଣି ଘୁଞ୍ଚିଲା । ଆସନ୍ତା ସେପ୍ଟେମ୍ବର ୨ ତାରିଖକୁ ଘୁଞ୍ଚିଲା ଅଭିଯୁକ୍ତ ଗୋପାଳ ଦାସର ଡିସଚାର୍ଜ ପିଟିସନ୍ ଶୁଣାଣି  ।…
Read More...

ରାଜଗାଙ୍ଗପୁରରେ ନିର୍ମାଣ ହେବ ରେଲ୍‌ ଓଭରବ୍ରିଜ୍: ଲୋକଙ୍କଠାରୁ ସିଧାସଳଖ କିଣାଯିବ ଜମି

ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ନିର୍ମାଣ ହେବ ରେଲ୍‌ ଓଭରବ୍ରିଜ୍। ଏଥିପାଇଁ ଜମି ଅଧିଗ୍ରହଣ କରା ନ ଯାଇ ଲୋକଙ୍କଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ନିଷ୍ପତ୍ତି ନେଇଛନ୍ତି।…
Read More...

ଭୁବନେଶ୍ବର କପିଳେଶ୍ୱର ମନ୍ଦିର ଗଲା ଏଏସଆଇ ଅଧିନକୁ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଭୁବନେଶ୍ବର କପିଳେଶ୍ୱର ମନ୍ଦିର ଗଲା ଏଏସଆଇ ଅଧିନକୁ । କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ଘୋଷଣା ପତ୍ରକୁ ଟ୍ୱିଟ କରି ସୂଚନା ଦେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ମନ୍ଦିର ସେବାୟତ ଓ ଏକାମ୍ର…
Read More...

ଭୁବନେଶ୍ୱରରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା, ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ଅପରାଜିତା…

ଓଡିଆ ନ୍ୟୁଜ୍ (ବ୍ୟୁରୋ) : ଆସନ୍ତାକାଲି ଦେଶ ପାଳିବ ୭୭ତମ ସ୍ୱାଧୀନତା ଦିବସ । ଏଥିପାଇଁ ପଲ୍ଲୀଠୁ ଦିଲ୍ଲୀ ଚାରିଆଡେ ଉତ୍ସବ ମୁଖର । ପରେଡ ରିହର୍ସାଲ ଶେଷ ହୋଇଛି । ସ୍ୱାଧୀନତା ଦିବସ ପାଇଁ କଡା ସୁରକ୍ଷା ବଳୟ ଭିତରେ ଦିଲ୍ଲୀ…
Read More...

ଭୁବନେଶ୍ୱରକୁ ଆବର୍ଜନାମୁକ୍ତ କରିବାକୁ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ସ୍କ୍ୱାଡ ଗଠନ କଲା ବିଏମସି

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଆବର୍ଜନାମୁକ୍ତ କରିବବାକୁ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ସ୍କ୍ୱାଡ ଗଠନ କଲା ବିଏମସି। ଅଦିକାଂଶ ସମୟରେ ଭୁବନେଶ୍ୱରରେ ଅଳିଆ ଆବର୍ଜନା ନେଇ ନାନାଦି ସମସ୍ୟା ଦେଖାଦେଇଥାଏ ।…
Read More...

ଗୁଜରାଟରୁ ଦ୍ୱିତୀୟ ପର୍ଯ୍ୟାୟ ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ କରିବେ ରାହୁଲ ଗାନ୍ଧି

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଗୁଜରାଟରୁ ଦ୍ୱିତୀୟ ପର୍ଯ୍ୟାୟ ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ କରିବେ ରାହୁଲ ଗାନ୍ଧି । ରାହୁଲ ଗାନ୍ଧିଙ୍କ ପ୍ରଥମ ପର୍ଯ୍ୟାୟ ଭାରତ ଯୋଡ଼ୋ ଯାତ୍ରାକୁ ନେଇ ଉତ୍ସାହିତ ହୋଇପଡ଼ିଥିବା କଂଗ୍ରେସ ଏବେ ନୂଆ…
Read More...