ଚନ୍ଦ୍ରକୁ ଯାତ୍ରା କଲା ‘ଚନ୍ଦ୍ରଯାନ-୩’

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଶେଷ ହେଲା ପ୍ରତୀକ୍ଷା । ଭାରତ ରଚିଲା ଇତିହାସ । ୨ଟା ୩୫ ମିନିଟରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କଲା ଚନ୍ଦ୍ରଯାନ-୩ । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ଦ୍ୱିତୀୟ ଲଞ୍ଚପ୍ୟାଡରୁ ଉତକ୍ଷେପଣ ହେଲା ଚନ୍ଦ୍ରଯାନ-୩ ।

ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯାଇଛି । କୋଟି କୋଟି ଭାରତୀୟଙ୍କ ନଜର ଏହା ଉପରେ ରହିଛି ।

Leave A Reply

Your email address will not be published.