ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

0

ଓଡ଼ିଆ ନ୍ୟୁଜ୍: ବିଳମ୍ବିତ ନ୍ୟାୟକୁ ନେଇ CJI ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଉଦ୍‌ବେଗ।ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ CJIଙ୍କ ଉଦ୍‌ବେଗ।’ସାଧାରଣ ଲୋକ ଓ ନ୍ୟାୟ ମଧ୍ୟରେ ଦୁଇଟି ଜିନିଷ ବାଧା ଆଣିଥାଏ’।ବିଳମ୍ବିତ ନ୍ୟାୟ ଲୋକଙ୍କ ଆର୍ଥିକ ସ୍ଥିତି ଓ ସମ୍ମାନ ଉପରେ ପ୍ରଭାବ ପକାଇଥାଏ’। ‘ବିଳମ୍ବିତ ଓ ଖର୍ଚ୍ଚସାପେକ୍ଷ ନ୍ୟାୟ ବ୍ୟବସ୍ଥା ସାଧାରଣ ଲୋକଙ୍କ ଉପରେ ବୋଝ’।ଏଥିରେ ୩ଟି ବସ୍ତୁ ମୂଳ ଲକ୍ଷ୍ୟ ହେବା ଆବଶ୍ୟକ ବୋଲି କହିଲେ CJI। ସାଧାରଣ ଲୋକଙ୍କ ଉପରେ କମ୍ ଚାପ ପକାଇବା ଓ ଅନିଶ୍ଚିତତା ଦୂର କରିବା’।ତୃତୀୟଟି ସାଧାରଣ ଲୋକଙ୍କ ସମ୍ମାନ ରକ୍ଷା କରିବା- CJI।

Leave A Reply

Your email address will not be published.