ଇଣ୍ଡିଆନ ରୋଡ୍ସ କଂଗ୍ରେସ ଅଧିବେଶନରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

0

ଓଡ଼ିଆ ନ୍ୟୁଜ୍: ୨୦୧୪ ପରେ ସଡ଼କ ନିର୍ମାଣ କ୍ଷେତ୍ରରେ ଅଧିକ ବିକାଶ ହୋଇଛି’।୧୧ ବର୍ଷରେ ୬୦ ପ୍ରତିଶତ ସଡ଼କ ନିର୍ମାଣ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଗଡ଼କରୀଙ୍କ ଭିଜନ୍ ପାଇଁ ଆଜି ଦେଶର ସଡ଼କପଥ ବିକଶିତ ହୋଇଛି।ଓଡ଼ିଶାକୁ ବିକଶିତ କରିବାକୁ ଭିଜନ୍ ରଖାଯାଇଛି।

୨୦୨୯ ସୁଦ୍ଧା ହଜାର କିମି ରାସ୍ତା କରିବାକୁ ରାଜ୍ୟ ସରକାରଙ୍କ ଲକ୍ଷ୍ୟ।ପୋର୍ଟ, ରାସ୍ତା ଓ ରେଳପଥର ବିକାଶକୁ ଗୁରୁତ୍ୱ ଦିଆଯାଉଛି। ୨୦୧୪-୨୪ ମଧ୍ୟରେ ସଡ଼କ ପଥର ବିକାଶ ପାଇଁ ୧୦ହଜାର କୋଟି ମିଳିଛି।ଓଡ଼ିଶାକୁ ସ୍ବତନ୍ତ୍ର ଦୃଷ୍ଟି ଦେଲେ ଆମ ଭିଜନ୍‌ ପୂରଣ ହେବ।

Leave A Reply

Your email address will not be published.