ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0

ଓଡ଼ିଆ ନ୍ୟୁଜ୍: ଆଖି ବୁଜିଲେ ବଳଙ୍ଗା ପୀଡିତ। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରରୁ ଏମ୍ସରୁ ଦିଲ୍ଲୀ ଏମ୍ସକୁ ହୋଇଥିଲେ ଏୟାରଲିଫ୍ଟ ।

ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ X ଯୋଗେ ସୂଚନା ଦେବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । X ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି।

Leave A Reply

Your email address will not be published.