ସ୍ବାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କ ଗୁଳିମାଡ଼ ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ, ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ଦେଲେ ନିର୍ଦ୍ଦେଶ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ସ୍ବାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କ ଗୁଳିମାଡ଼ ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଏହା ସହ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । କ୍ରାଇମବ୍ରାଞ୍ଚ ବରିଷ୍ଠ ଅଧିକାରୀଙ୍କୁ ଘଟଣାସ୍ଥଳକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଗୁଳିମାଡ଼ ଘଟଣାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିନ୍ଦା କରିଛନ୍ତି । ଏଥିସହ ମନ୍ତ୍ରୀ ନବ ଦାସଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.