ଉଚ୍ଚ ଶିକ୍ଷାନୁଷ୍ଠାନରେ ପାଳନ ହେବ ‘ସମ୍ବିଧାନ ହତ୍ୟା ଦିବସ

0

ଓଡ଼ିଆ ନ୍ୟୁଜ୍: ଉଚ୍ଚ ଶିକ୍ଷାନୁଷ୍ଠାନରେ ପାଳନ ହେବ ‘ସମ୍ବିଧାନ ହତ୍ୟା ଦିବସ।ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ରେଜିଷ୍ଟ୍ରାର, ପ୍ରିନ୍ସିପାଲ୍‌ଙ୍କୁ ଚିଠି।ଜୁନ୍ ୨୫ରେ ଦେଶବ୍ୟାପୀ ପାଳନ ହେବ ‘ସମ୍ବିଧାନ ହତ୍ୟା ଦିବସ।ଏମର୍ଜେନ୍ସି ଲାଗୁକୁ ୫୦ ବର୍ଷ ପୂର୍ତ୍ତି ଅବସରରେ କରାଯିବ ସଚେତନ।ସମ୍ବିଧାନର ସୁରକ୍ଷା ଓ ଅଧିକାର ନେଇ ହେବ ଆଲୋଚନା।

ସମସ୍ତ ଶିକ୍ଷାନୁଷ୍ଠାନରେ ଆୟୋଜିତ ହେବ ସଚେତନ କାର୍ଯ୍ୟକ୍ରମ।ଭାରତରେ ଲାଗୁ ହୋଇଥିବା ଜରୁରୀ କାଳିନ ସ୍ଥିତିର ୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକଙ୍କୁ ସଚେତନ କରାଯିବା ସହ ସମ୍ବିଧାନର ସୁରକ୍ଷା ଏବଂ ଲୋକଙ୍କ ଅଧିକାର ନେଇ ଆଲୋଚନା କରାଯିବ।

Leave A Reply

Your email address will not be published.