ଭାରତରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି

0

ଭାରତରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା l ବର୍ତ୍ତମାନ ପର୍ଯ୍ୟନ୍ତ ଭାରତରେ ମୃତ୍ଯ ସଂଖ୍ଯା 13 ରେ ପହଁଞ୍ଚିଛି I ସେହିପରି ଦିନକୁ ଦିନ ସଂକ୍ରମିତ ଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି l ମହାରାଷ୍ଟ୍ରରେ ସର୍ବାଧିକ ଆକ୍ରାନ୍ତଙ୍କ ବ୍ୟକ୍ତି ଥିବାବେଳେ ତା ପଛକୁ ଅଛନ୍ତି କେରଳ, ଗୁଜୁରାଟ, ରାଜସ୍ଥାନ, ଉତ୍ତରପ୍ରଦେଶ I

Leave A Reply

Your email address will not be published.