ପାକିସ୍ତାନୀ ପାଇଁ ଗୁପ୍ତଚରୀ, CRPF ଯବାନ ଗିରଫ

0

ଓଡ଼ିଆ ନ୍ୟୁଜ୍: ପାକିସ୍ତାନ ପାଇଁ ଗୁପ୍ତଚରୀ କରିବା ପଡ଼ିଲା ମହଙ୍ଗା। ପାକ୍‌- ସ୍ପାଏ ନେଇ CRPF ଯବାନଙ୍କୁ ଗିରଫ କରାଯାଇଛି। ଦିଲ୍ଲୀରୁ ଗିରଫ କରିଛି NIA।ସୂଚନାଯୋଗ୍ୟ, ଜାତୀୟ ତଦନ୍ତ ସଂସ୍ଥା (NIA) ଦିଲ୍ଲୀରୁ ଜଣେ CRPF ଯବାନଙ୍କୁ ଗିରଫ କରିଛି।

ସେ ଦେଶ ସହ ଜଡିତ ସମ୍ବେଦନଶୀଳ ସୂଚନା ପାକିସ୍ତାନକୁ ପଠାଉଥିବା ନେଇ ଅଭିଯୋଗ ହୋଇଛି॥ ଏ ନେଇ ସେ ମୋଟା ଅଙ୍କର ଟଙ୍କା ମଧ୍ୟ ନେଉଥିଲେ। ସେ ଏହି କାମ ପାଇଁ ସୋସିଆଲ ମିଡିଆ ବ୍ୟବହାର କରିଥିଲେ।NIA ସିଆରପିଏଫ ଯବାନଙ୍କୁ ପଚରାଉଚରା ଆରମ୍ଭ କରିଛି।

Leave A Reply

Your email address will not be published.