ବାଲିଯାତ୍ରା ଗ୍ରାଉଣ୍ଡ୍‌ ନୋ ଡ୍ରୋନ୍‌ ଜୋନ୍‌

0

ଓଡ଼ିଆ ନ୍ୟୁଜ୍: ବାଲିଯାତ୍ରା ଗ୍ରାଉଣ୍ଡ୍‌ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା। ନିର୍ଦ୍ଦେଶନାମା ଜାରି କଲେ କଟକ ଜିଲ୍ଲାପାଳ। ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା।ବାଲିଯାତ୍ରା ଗ୍ରାଉଣ୍ଡ୍‌ର ୫ କିମି ପରିଧି ପାଇଁ କଟକଣା ଜାରି।ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାୱାର ହ୍ୟାଙ୍ଗ୍‌ ଗ୍ଲାଇଡର୍ସ ଉଡ଼ାଣ ମନା। ମାଇକ୍ରୋ ଲାଇଟ୍‌ ଏୟାରକ୍ରାଫ୍ଟ, ହଟ୍‌ ଏୟାର ବେଲୁନ, UAV, ଡ୍ରୋନ୍‌ ମନା। ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ। ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ଆୟୋଜିତ ହେବ ଐତିହାସିକ ବାଲିଯାତ୍ରା।

Leave A Reply

Your email address will not be published.