ସୃଷ୍ଟି ହେଲା ବାତ୍ୟା ମୋନ୍ଥା

0

ଓଡ଼ିଆ ନ୍ୟୁଜ୍: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋନ୍ଥା’। କାକିନାଡ଼ା ଠାରୁ ୬୮୦ କିମି ଦୂରରେ ଅବସ୍ଥିତ ‘ମୋନ୍ଥା’।ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ‘ମୋନ୍ଥା’।ଆସନ୍ତା ୧୨ ଘଣ୍ଟା ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରିବ।ଘଣ୍ଟାପ୍ରତି ୧୩କିମି ବେଗରେ ଏହା ଉପକୂଳ ଆଡକୁ ମାଡ଼ିଆସୁଛି ।

୨୮ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ମୋନ୍ଥା । ପରବର୍ତ୍ତୀ ମୁହୂର୍ତ୍ତରେ ଏହା ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଉପକୂଳ ଅତିକ୍ରମ କରିବ । ଏହି ସମୟରେ ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ଓ ଝଟକା ପବନର ବେଗ ୧୧୦ କିଲୋମିଟର ଯାଏ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.