ଓଡ଼ିଆ ନ୍ୟୁଜ୍: ଗଜପତି ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ। ପାରଳାଖେମୁଣ୍ଡିରେ ଜନ ଅଭିଯୋଗ ଶୁଣାଣି ବେଳେ ଆତ୍ମହତ୍ୟା ଉଦ୍ୟମ।ବେକରେ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ ବେଳେ ଅଟକାଇଲା ପୋଲିସ୍।ଗୁରାଣ୍ଡି IICଙ୍କ ବିରୋଧରେ ଅଭିଯୋଗ କରିବାକୁ ଆସିଥିଲେ ମହିଳା।SDPOଙ୍କୁ ତଦନ୍ତ ଦାୟିତ୍ୱ ଦେଲେ ଅତିରିକ୍ତ ଏସ୍ପି।
ତେଣୁ ସେ ଆଜି ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଚାଲିଥିବା ସମୟରେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହୁତି ଉଦ୍ୟମ କରିଥିଲେ। ମାତ୍ର ସେଠାରେ ଉପସ୍ଥିତ ଥିବା ପୋଲିସ ତାଙ୍କଠାରୁ ପେଟ୍ରୋଲ ବୋତଲ ଛଡାଇ ନେବା ସହ ସୁରକ୍ଷିତ ଭାବରେ ଉଦ୍ଧାର କରିଥିଲେ।