ଆସନ୍ତାକାଲି ପୁଣି ଥରେ ପଦ୍ମପୁରରେ ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ନଭେମ୍ବର ୨୯ରୁ ଡ଼ିସେମ୍ବର ୧ ପର୍ଯ୍ୟନ୍ତ ପଦ୍ମପୁର ନିର୍ବାଚନମଣ୍ଡଳୀରେ ମାରାଥନ ପ୍ରଚାର କରିବା ପରେ ପୁଣି ଥରେ ଆସନ୍ତାକାଲି ପଦ୍ମପୁରରେ ପ୍ରଚାର କରିବେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଶନିବାର ଶ୍ରୀ ପ୍ରଧାନ ପ୍ରଥମେ ଝାରବନ୍ଧ ବ୍ଲକ ଜଗଦଲପୁର ଠାରେ ଆୟୋଜିତ ବିଶାଳ ଜନସଭାରେ ଯୋଗଦେବେ । ଏହାପରେ ପଦ୍ମପୁରରେ ରୋଡ ସୋ’ ମାଧ୍ୟମରେ ଦଳୀୟ ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପାଇକମାଲ, ପଦ୍ମପୁର ଓ ଝାରବନ୍ଧ ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ପ୍ରଚାର କରି ସାରିଛନ୍ତି ।

Leave A Reply

Your email address will not be published.