ଅର୍ଚ୍ଚନା ନାଗ୍‌ଙ୍କ ଘରେ ED

0

ଓଡ଼ିଆ ନ୍ୟୁଜ୍: ଅର୍ଚ୍ଚନା ନାଗ୍‌ଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଟିମ୍।୨୦୨୨ ଅର୍ଥ କାରବାର ମାମଲାରେ EDର ଛାନ୍‌ଭିନ୍।ପୂର୍ବରୁ ଘର ଛାଡ଼ିବା ପାଇଁ ଇଡି ନିର୍ଦ୍ଦେଶ ଦେଇଥିଲା। ଅର୍ଚ୍ଚନା ନାଗ ଇଡି ନିର୍ଦ୍ଦେଶ ଅବମାନନା କରିଥିବା ସୂଚନା।ନିର୍ଦ୍ଦେଶ ଅବମାନନା ପରେ ଇଡି ଘର ସିଜ୍‌ କରିପାରେ। ଅର୍ଚ୍ଚନା ନାଗ୍‌ଙ୍କ ଘର ଆଟାଚ୍ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।ସତ୍ୟବିହାର ସ୍ଥିତ G+2 ବିଲ୍‌ଡିଂ ସହ ଆସବାବପତ୍ର ଆଟାଚ୍।ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅଧୀନରେ ଘର ଆଟାଚ୍।୨୦୨୨ ଅର୍ଥ କାରବାର ମାମଲାରେ ସମ୍ପୃକ୍ତି ନେଇ ଆକ୍ସନ। ପୂର୍ବରୁ ଘର ଛାଡ଼ିବା ପାଇଁ ନିର୍ଦ୍ଦେଶ ଦେଇଥିଲା ଇଡି।

ନିକଟରେ ଅଚର୍ଚ୍ଚା ତାଙ୍କ ସ୍ବାମୀଙ୍କୁ ନେଇ ଚର୍ଚ୍ଚାକୁ ଆସିଥିଲେ। ସ୍ବାମୀଙ୍କ ନାମରେ ସେ ସଙ୍ଗୀନ ଅଭିଯୋଗ ଆଣିଥିଲେ।ରାତି ଗୋଟେରେ ସ୍ବାମୀ ଘରକୁ ପଶିବା ଘଟଣାରେ ମୁହଁ ଖୋଲି ଅର୍ଚ୍ଚନା ନାଗ କହିଥିଲେ।ମୁଁ ବେଡରୁମରେ ଶୋଇଥିଲି ସେ ବେଡରୁମ ୱିଣ୍ଡୋରେ ଆସି ଘରେ ପଶି ଷ୍ଟାବିଂ କରିବା ପାଇଁ ଚେଷ୍ଟା କରୁଥିଲେ। ପୋଲିସ ଡାକିଲୁ, ପୋଲିସ ଆଗରେ ଜଗବନ୍ଧୁ ମୋ ଫୋନଟକୁ ଛେଚି ଦେଲା ମୋ ଚୁଟି ଘୋଷାଡ଼ି ମୋତେ ମାଡ଼ ମାରିଲା ବୋଲି ଅର୍ଚ୍ଚନା କହିଛନ୍ତି।

Leave A Reply

Your email address will not be published.