ବାଣ ବିସ୍ଫୋରଣ: ବାପ ଝିଅ ଗୁରୁତର

0

ଓଡ଼ିଆ ନ୍ୟୁଜ୍: ଭୁବନେଶ୍ବରରେ ବାଣ ବିସ୍ଫୋରଣରେ ବାପ, ଝିଅ ଗୁରୁତର।ଏୟାରଫିଲ୍ଡ ଥାନା ସୁନ୍ଦରପଦା ଆଜାଦ ନଗରରେ ବିସ୍ଫୋରଣ।ବେଆଇନ ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ। ଅପରାଧିକ କାର୍ଯ୍ୟ ପାଇଁ ବୋମା ଭିଡ଼ିଲା ବେଳେ ବିସ୍ଫୋରଣ ଘଟିଥାଇ ପାରେ। ଫିଲ୍ଡ ଭିଜିଟ୍‌ ପରେ ପ୍ରତିକ୍ରିୟା ରଖିଲେ ଭୁବନେଶ୍ବର ଡିସିପି।ଅପରାଧିକ ପୃଷ୍ଠଭୂମି ଦେଖିଲା ପରେ ଏପରି ଆଶଙ୍କା କରାଯାଉଛି କହିଲେ। ‘ମୁଖ୍ୟ ଅଭିଯୁକ୍ତ ସେହନବାଜ ମଲିକ ନାଁରେ ଏକାଧିକ ଅପରାଧିକ ମାମଲା’।

‘ନୟାପଲ୍ଲୀ, ମୈତ୍ରିବିହାର ଥାନା ଅଞ୍ଚଳରେ ଅପରାଧିକ ମାମଲା ରହିଛି’।ହତ୍ୟା ଉଦ୍ୟମ ଓ ବିସ୍ଫୋରଣ ଘଟାଇବା ପରି ମାମଲା ରହିଛି- ଡିସିପି । ସେହନବାଜ, ତାଙ୍କ ମାଆ, ବାନ୍ଧବୀ ଓ ସାଙ୍ଗ ଗୁରୁତର ଆହତ ହୋଇଛନ୍ତି। ୫ ମହଲା ବିଶିଷ୍ଟ କୋଠାରେ କିପରି ଭଡ଼ାରେ ରହି ଏହା ଚଳାଇଥିଲେ ଅସ୍ପଷ୍ଟ।

Leave A Reply

Your email address will not be published.