ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ।  ବ୍ରଜରାଜନଗର ଗାନ୍ଧୀ ଛକରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଯାଇଥିବା ସମୟରେ ତାଙ୍କୁ ଗୁଳିମାଡ ହୋଇଥିବା ମିଳିଛି ସୂଚନା।  ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି । ତାଙ୍କ ଛାତିରେ ଗୁଳିମାଡ ହୋଇଥିବା ସୂଚନା ମିଳିଛି । ଗୁଳିମାଡ଼ ପରେ ବ୍ରଜରାଜନଗର ଏସଡିପିଓ କହିଛନ୍ତି ଗାନ୍ଧୀଛକ ଆଉପୋଷ୍ଟର କାର୍ଯ୍ୟରତ ଏଏସଆଇ  ତାଙ୍କୁ ଗୁଳିମାଡ଼ କରିଛନ୍ତି।  ଏ ସଂକ୍ରାନ୍ତରେ ପୋଲିସ ଅଧିକ ତଦନ୍ତ କରୁଛି।

Leave A Reply

Your email address will not be published.