ଓଡ଼ିଆ ନ୍ୟୁଜ୍: ସ୍ବାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ।ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।କେନ୍ଦୁଝର- ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କରିବେ ପତାକା ଉତ୍ତୋଳନ।କଟକ- ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ସମ୍ବଲପୁର- ସୁରେଶ ପୂଜାରୀ, ବଲାଙ୍ଗିର- ରବି ନାଏକ।କଳାହାଣ୍ଡି- ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳ- କୃଷ୍ଣଚନ୍ଦ୍ର ପାତ୍ର।
ପୁରୀରେ ପୃଥ୍ବୀରାଜ ହରିଚନ୍ଦନ, ସୁନ୍ଦରଗଡ଼- ମୁକେଶ ମହାଲିଙ୍ଗ। ଗଜପତି-ବିଭୂତି ଭୂଷଣ ଜେନା, ଭଦ୍ରକ- କୃଷ୍ଣଚନ୍ଦ୍ର ମହାପାତ୍ର।ନବରଙ୍ଗପୁର- ଗଣେଶ ରାମ ସିଂଖୁଣ୍ଟିଆ, ସୁବର୍ଣ୍ଣପୁର- ସୂର୍ଯ୍ୟବଂଶୀ ସୂରଜ।ଅନୁଗୁଳ- ପ୍ରଦୀପ ବଳସାମନ୍ତ, ରାୟଗଡ଼ା- ଗୋକୁଳାନନ୍ଦ ମଲ୍ଲିକ୍।ମୟୂରଭଞ୍ଜରେ ପତାକା ଉତ୍ତୋଳନ କରିବେ ସମ୍ପଦ ଚନ୍ଦ୍ର ସ୍ବାଇଁ ପତାକା ଉତ୍ତୋଳନ କରିବେ।