ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ: ମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଆସିଲା ୫ ଜିଲ୍ଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ।ବନ୍ୟା କ୍ଷୟକ୍ଷତି ରିପୋର୍ଟ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ।କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକର ବନ୍ୟା କ୍ଷୟକ୍ଷତି ରିପୋର୍ଟ।ମୋଟ୍‌ ୬ କୋଟି ୬୬ ଲକ୍ଷ ୧୭ହଜାର ୫୫ ଟଙ୍କା ଖର୍ଚ୍ଚ ହୋଇଛି। ଜିଲ୍ଲାପାଳମାନେ କ୍ଷତିଗ୍ରସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରିଛନ୍ତି। ଫସଲ ନଷ୍ଟ ପାଇଁ କ୍ଷତିପୂରଣ ବି ଜିଲ୍ଲାପାଳମାନଙ୍କୁ ପଠାଯାଇଛି।

ରିଲିଫ୍‌ ଖର୍ଚ୍ଚ ହୋଇଛି, ପାଣି ବିଶୋଧନ ଅର୍ଥ ବି ପଠାଯାଇଛି। ଘର ନଷ୍ଟ, ଲୁଗା, ବାସନ, ମତ୍ସ୍ୟଜୀବୀ, ଉଦ୍ଧାର କାର୍ଯ୍ୟ ଖର୍ଚ୍ଚ ବି ଦିଆଯାଇଛି।୫ ଜିଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ ସମ୍ପର୍କରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ବଡ଼ ସୂଚନା ଦେଇଛନ୍ତି। କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ ଜିଲାରେ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି।

Leave A Reply

Your email address will not be published.