ଏଫଏମ ଛାତ୍ରୀ ଆତ୍ମାହୁତି ଘଟଣା, ୨ ଗିରଫ

0

ଓଡ଼ିଆ ନ୍ୟୁଜ୍: ଏଫଏମ ଛାତ୍ରୀ ଆତ୍ମାହୁତି ଘଟଣା । ୨  ଛାତ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଶୁଭ୍ରସମ୍ବିତ ନାୟକ ଓ ଜ୍ୟୋତିପ୍ରକାଶ ବିଶ୍ୱାଳ ଗିରଫ । ଛାତ୍ରୀଙ୍କୁ ଆତ୍ମାହୁତି ଉଦ୍ୟମରେ କରିଥିଲେ ସହଯୋଗ । ଗିରଫ ପରେ କୋର୍ଟ ଚାଲାଣ କଲା କ୍ରାଇମବ୍ରାଞ୍ଚ । ଛାତ୍ରୀଙ୍କ ଆତ୍ମାହୁତିର ୨୩ ଦିନ ପରେ କାର୍ଯ୍ୟାନୁଷ୍ଠାନ। ଗିରଫଙ୍କ ମଧ୍ୟରେ ଜଣେ ଛାତ୍ର ଓ ଜଣେ ଅଣଛାତ୍ର ରହିଛନ୍ତି।

ସେମାନେ ହେଲେ ଛାତ୍ରୀଙ୍କୁ ଉଦ୍ଧାର କରିଥିବା ଜ୍ୟୋତି ପ୍ରକାଶ ବିଶ୍ବାଳ ଓ ଶୁଭ୍ର ସମ୍ବିତ ନାୟକ। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇ ୧୫ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗରେ ଗତକାଲି ବିଳମ୍ବିତ ରାତିରେ କ୍ରାଇମବ୍ରାଞ୍ଚ ଗିରଫ କରି ଉଭୟଙ୍କୁ କୋର୍ଟଚାଲାଣ କରିଛି। ଏହି ଘଟଣାରେ ମୋଟ ଗିରଫଦାରୀ ସଂଖ୍ୟା ୪ରେ ପହଞ୍ଚିଛି।

Leave A Reply

Your email address will not be published.