ଗ୍ୟାସ୍‌ ଅଛି ବିଚଳିତ ହୁଅନି: ଯୋଗାଣ ମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଆବଶ୍ୟକତା ଅନୁଯାୟୀ ଗ୍ୟାସ୍‌ ମହଜୁଦ ଅଛି।ଖାଉଟିମାନେ ବିଚଳିତ ନ ହେବାକୁ ଯୋଗାଣ ମନ୍ତ୍ରୀଙ୍କ ପରାମର୍ଶ। ୧୪ ହଜାର ଘରୋଇ ଗ୍ୟାସ୍‌ ସିଲିଣ୍ଡର ଗଚ୍ଛିତ ରହିଛି।ହୋଟେଲ୍‌ମାନଙ୍କୁ ଗ୍ୟାସ୍‌ ଦେବାକୁ ସ୍ୱତନ୍ତ୍ର ବ୍ୟବସ୍ଥା ହେଉଛି। କଳା ବଜାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ ହେଉଛି।ଆଜିଠାରୁ ହୋଟେଲ୍‌ ଓ ରେଷ୍ଟୁରାଣ୍ଟକୁ ଗ୍ୟାସ୍‌ ଦିଆଯିବ।

ଏହାସହ କଳାବଜାରୀ ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ ବି ହେଉଛି ବୋଲି କହିଛନ୍ତି ମନ୍ତ୍ରୀ । ହୋଟେଲ ଓ ରେଷ୍ଟୁରାଣ୍ଟକୁ ଗ୍ୟାସ ଦେବାକୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆଜିଠାରୁ ହୋଟେଲ ଏବଂ ରେଷ୍ଟୁରାଣ୍ଟକୁ ଗ୍ୟାସ ଯୋଗାଇ ଦିଆଯିବ । ତେବେ ଖାଉଟି ମାନେ ବିଚଳିତ ନହେବକୁ କହିଲେ କହିଲେ ଯୋଗାଣ ମନ୍ତ୍ରୀ ।

Leave A Reply

Your email address will not be published.