ଓଡ଼ିଆ ନ୍ୟୁଜ୍: ରାଉରକେଲା-ରାଞ୍ଚି ମୁଖ୍ୟ ରେଳପଥରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ। ବାନୋ ଓ କନରାୱା ଷ୍ଟେସନ ମଧ୍ୟରେ ଟ୍ରେନ୍ ଲାଇନଚ୍ୟୁତ। ମାଲବାହୀ ଟ୍ରେନ୍ର ପ୍ରାୟ ୧୦ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା।ରାଉରକେଲା-ରାଞ୍ଚି ରେଳପଥରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ।
ବାନୋ ଓ କନରାଓ୍ବା ଷ୍ଟେଶନ ମଧ୍ୟରେ ଟ୍ରେନ୍ଟି ଲାଇନଚ୍ୟୁତ ହୋଇଛି। ତେବେ ଏହି ମାଲବାହୀ ଟ୍ରେନ୍ର ପ୍ରାୟ ୧୦ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଫଳରେ ରାଉରକେଲା-ରାଞ୍ଚି ରେଳପଥରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି।