ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି ଉପରେ ରହିତାଦେଶ ଆଣିଲେ ହାଇକୋର୍ଟ

0

ଓଡ଼ିଆ ନ୍ୟୁଜ୍: ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି ଉପରେ ରହିତାଦେଶ ଆଣିଲେ ହାଇକୋର୍ଟ। ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି। ଫେବୃଆରୀ ୧ରେ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଥିଲା। ଆସନ୍ତା ବୁଧବାର ଦିନ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।

କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନା ଓ ଜଷ୍ଟିସ ମୃଗାଙ୍ଗ ଶେଖର ସାହୁଙ୍କ ଖଣ୍ଡପୀଠ ଏହି ରହିତାଦେଶ ଦେଇଛନ୍ତି। ୨୦୧୭ ମସିହା ପୂର୍ବରୁ ନିର୍ମାଣ ସରିଥିବା ଆପାର୍ଟମେଣ୍ଟ ଗୁଡ଼ିକର ପଞ୍ଜିକରଣ ହେବ। ବିନା ଆପାର୍ଟମେଣ୍ଟ ଆଇନ୍‌ ଅନୁଯାୟୀ କରିହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ଥିଲା।

Leave A Reply

Your email address will not be published.