ଶପଥ ନେଲେ ହିମନ୍ତ ବିଶ୍ବଶର୍ମା

0

ଓଡ଼ିଆ ନ୍ୟୁଜ୍: ଶପଥ ନେଲେ ଆସାମର ନୂଆ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା। ଦ୍ଵିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ। ପଦ ଓ ଗୋପନୀୟତା ଶପଥ ପାଠ କରାଇଲେ ରାଜ୍ୟପାଳ। ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମିଲ। ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ।

ହିମନ୍ତ ବିଶ୍ବଶର୍ମାଙ୍କ ସହିତ ଅନ୍ୟ ୪ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ ଶାହ, ଯୋଗୀ ଆଦିତ୍ୟନାଥ, ଚିରାଗ ପାଶୱାନ, ନୀତିନ ଗଡକାରୀ, ନୀତିନ ନବୀନ ପ୍ରମୁଖ ଉପସ୍ଥିତ ରହିଛନ୍ତି ।

ହିମନ୍ତ ବିଶ୍ବଶର୍ମାଙ୍କୁ ପଦ ଓ ଗୋପନୀୟତା ପାଠ କରାଇଲେ ରାଜ୍ୟପାଳ । ଦ୍ବିତୀୟ ଥର ଭାବେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲ ହିମନ୍ତ ବିଶ୍ବଶର୍ମା । ଆସାମରେ ବିଜେପି ୩ୟ ଥର ପାଇଁ ଶାସନ କରୁଛି । ହିମନ୍ତଙ୍କ ସହ ୪ ବିଧାୟକ ଅତୁଲ ବୋରା, ଅଜନ୍ତା ନେଓଗ, ରାମେଶ୍ବର ତେଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଶପଥ ଗ୍ରହଣ ସମାରୋହରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି ।

Leave A Reply

Your email address will not be published.