ଓଡ଼ିଆ ନ୍ୟୁଜ୍: ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍।ଏବେ ମୋଟ୍ ୮ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ।
ବାମ ପାର୍ଶ୍ୱର ୫ଟି ଓ ଡାହାଣ ପାର୍ଶ୍ୱର ୩ଟି ସ୍ଲୁଇସ୍ ଗେଟ୍ ଖୋଲା।ହୀରାକୁଦ ଜଳଭଣ୍ଡାରରରୁ ଶୁକ୍ରବାର ଆଉ ୪ଟି ଗେଟ୍ ଖୋଲିଯାଇଛି। ବିର୍ତ୍ତମାନ ୮ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି।
ବାମ ପାର୍ଶ୍ୱର ୫ଟି ଓ ଡାହାଣ ପାର୍ଶ୍ୱର ୩ଟି ସ୍ଲୁଇସ ଗେଟ୍ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।ଅପରପକ୍ଷରେ ଜଳଭଣ୍ଡାର ଉପରମୁଣ୍ଡରେ ବର୍ଷା ଯୋଗୁ ଅଧିକ ପରିମାଣର ବନ୍ୟାଜଳ ଜଳଭଣ୍ଡାରର ପ୍ରବେଶ କରୁଛି। ଖଫଳରେ ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି।