ରାଜମହଲ ଛକରେ ହିଟ ଆଣ୍ଡ ରନ୍, ଶ୍ରମିକ ମୃତ

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଭୁବନେଶ୍ୱର ରାଜମହଲ ଛକରେ ହିଟ ଆଣ୍ଡ ରନ୍ । ରାଜମହଲ ଛକ ଫୁଟପାଥରେ ଶୋଇଥିବା ଶ୍ରମିକଙ୍କ ଉପରେ ମାଡ଼ିଗଲା କାର। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏଭଳି ଘଟଣା । ଦୁର୍ଘଟଣାରେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପାଇଁ ରଖାଯାଇଛି। ମୃତକଙ୍କ ପରିଚୟ ମିଳିନାହିଁ । ମୃତକଙ୍କ ଫଟୋ ସାର୍ବଜନୀନ କରିଛି ପୋଲିସ।

ଏପଟେ କାରକୁ ଧଉଳୀ ଥାନା ପୋଲିସ ଠାବ କରିଛି । କାରଟି ବିକାଶ ପାଲଙ୍କର । ସେ ଭୁବନେଶ୍ୱର ବାସିନ୍ଦା ବୋଲି ଜଣା ପଡ଼ିଛି ।

Leave A Reply

Your email address will not be published.