ଇମ୍ରାନ ଖାନଙ୍କୁ ୧୪ ବର୍ଷ ଦଣ୍ଡାଦେଶ

0

ଓଡ଼ିଆ ନ୍ୟୁଜ୍: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲ୍। ଅଲ-କାଦିର ଟ୍ରଷ୍ଟ ମାମଲାରେ ପାକିସ୍ତାନ କୋର୍ଟ ତାଙ୍କୁ ୧୪ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହିତ ଏହି ମାମଲାରେ ତାଙ୍କ ପତ୍ନୀ ବୁଶରା ବିବି ମଧ୍ଯ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ତାଙ୍କୁ ସାତ ବର୍ଷ ପାଇଁ ସଜା ଦିଆଯାଇଛି।

ରିପୋର୍ଟ ଅନୁଯାୟୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଶୁକ୍ରବାର ୧୯୦ ମିଲିୟନ ପାଉଣ୍ଡର ଅଲ୍-କାଦିର ଟ୍ରଷ୍ଟ ମାମଲାରେ ଦୋଷୀ କରାଯାଇଛି ଦୋଷୀ ସାବ୍ୟସ୍ତ।

Leave A Reply

Your email address will not be published.