ଦେବଭୂମିରେ ଅଘଟଣ; ବିଦ୍ୟୁତ ଟ୍ରାନ୍ସଫର୍ମର ଫାଟି ୧୫ ମୃତ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଦେବଭୂମିରେ ଅଘଟଣ । ବିଦ୍ୟୁତ ଟ୍ରାନ୍ସଫର୍ମର ଫାଟି ୧୫ ମୃତ । ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲା ଅନ୍ତର୍ଗତ ଅଳକାନନ୍ଦା ନଦୀ କୂଳରେ ଚାଲିଥିବା ‘ନମାମି ଗଙ୍ଗେ ପ୍ରକଳ୍ପ’ ଗୋଟାଏ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିସ୍ଫୋରଣ ଘଟିବାରୁ ଅନ୍ୟୂନ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ବର୍ତ୍ତମାନ ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

Leave A Reply

Your email address will not be published.