ପାକିସ୍ତାନକୁ ସ୍ଥଳସେନା ମୁଖ୍ୟଙ୍କ ଚେତାବନୀ

0

ଓଡ଼ିଆ ନ୍ୟୁଜ୍: ପାକିସ୍ତାନକୁ ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀଙ୍କ ଚେତାବନୀ। ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କଡ଼ା ବାର୍ତ୍ତା ଦେଲେ ସ୍ଥଳସେନା ମୁଖ୍ୟମନ୍ତ୍ରୀ। ‘ଅପରେସନ ସିନ୍ଦୂର ଏକ ଟ୍ରେଲର ଥିଲା, ପୂରା ଫିଲ୍ମ ବାକି ଅଛି’। ୮୮ ଘଣ୍ଟାର ଅପରେସନ ସିନ୍ଦୂର କେବଳ ଟ୍ରେଲର ଥିଲା’। ‘ଯଦି କେହି ଆତଙ୍କୀଙ୍କୁ ପ୍ରୋତ୍ସାହିତ କରେ, କଡ଼ା ଜବାବ ଦେବୁ’।’ଭାରତୀୟ ସେନା ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପୂରା ପ୍ରସ୍ତୁତ’।ଯଦି ପାକିସ୍ତାନ ସୁଯୋଗ ଦିଏ, କିପରି ପଡ଼ୋଶୀକୁ ବ୍ୟବହାର କରାଯାଏ ଶିକ୍ଷା ଦେବୁ।

Leave A Reply

Your email address will not be published.