ବିଜେପିରେ ମିଶିଲେ ଜୟ ଢୋଲକିଆ

0

ଓଡ଼ିଆ ନ୍ୟୁଜ୍: ପଦ୍ମ ଧରିଲେ ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ନାମାଙ୍କନ ଆରମ୍ଭର ଗୋଟିଏ ଦିନ ପୂର୍ବରୁ ଜୟ ଢୋଲକିଆ ଶନିବାର ସମର୍ଥକଙ୍କ ସହ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।

ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଜୟ ବିଜେପିରେ ମିଶିଛନ୍ତି। ​​​​​​​ଏହି ମିଶ୍ରଣ ପର୍ବ ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ , ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.