କୃଷି କ୍ଷେତ୍ର ପାଇଁ ୨୪, ୮୨୯ କୋଟି ଟଙ୍କା ବ୍ୟୟ ବରାଦ, ଜାଣନ୍ତୁ ବଜେଟରେ ନୂଆ କଣ?

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  କୃଷି କ୍ଷେତ୍ର ପାଇଁ ୨୪, ୮୨୯ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ବିଧାନସଭାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ପ୍ରଥମେ ସ୍ୱତନ୍ତ୍ର କୃଷି ବଜେଟ୍ ଉପସ୍ଥାପନ କରିଥିଲେ । କୃଷି ବଜେଟ୍ ର ମୁଖ୍ୟାଶଂ

  • କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟବରାଦ
  • ଧାନ ସଂଗ୍ରହ କାର୍ଯ୍ୟକ୍ରମ ପାଇଁ ୨ ହଜାର କୋଟିର ରିଭଲିଂ ଫଣ୍ଡ
  • କାଳିଆ ସହାୟତା ପାଇଁ ୧୮୭୯ କୋଟି ଟଙ୍କା ବ୍ୟୟବରାଦ
  • ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬ କୋଟି ଟଙ୍କା
  • ଉଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟିର ବ୍ୟୟବରାଦ
  • କୃଷି କ୍ଷେତ୍ରରେ ମହିଳା SHGଙ୍କୁ ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର ବ୍ୟୟବରାଦ
  • କୃଷି କ୍ଷେତ୍ରରେ ମହିଳା SHGଙ୍କ ପାଇଁ ୫ ବର୍ଷରେ ୩୬୭ କୋଟି ଖର୍ଚ୍ଚ ହେବ
  • ଛତୁ ମିଶନ ଓ ଫୁଲ ଚାଷ ମିଶନ ପାଇଁ ୧୦୦ କୋଟି
  • ନଦୀ ଉପରେ ଏ ବର୍ଷ ଆଉ ୧୬ଟି ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ହେବ
  • ନଦୀ ଉପରେ ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ପାଇଁ ୮୫୪ କୋଟି
  • ପାର୍ବତୀ ଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ପାଇଁ ୫ ଶହ କୋଟି
  • ୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟି
  • ବିଜୁ କୃଷକ ବିକାଶ ଯୋଜନାରେ ୧୫ଶହ ଉଠାଜଳସେଚନ ପ୍ରକଳ୍ପ ପାଇଁ ୪ ଶହ କୋଟି
  • ଅଚଳ ଉଠାଜଳସେଚନ ପ୍ରକଳ୍ପ ପୁନରୁଦ୍ଧାର ପାଇଁ ୧୯୧ କୋଟି
  • ଆଉ ୪୫୦ଟି ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ୧୮୧ କୋଟି ବ୍ୟୟବରାଦ
  • ଲୁଣା ବନ୍ଧ ସୁଦୃଢ଼ୀକରଣ ପାଇଁ ବଜେଟରେ ୯୬୧ କୋଟି
  • କାଳିଆ ଯୋଜନାରେ ଚାଷୀ ଋଣ ସୁଧ ରିହାତି ପାଇଁ ୮୩୬ କୋଟି
  • ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରାପ୍ୟ ପ୍ରଦାନ ପାଇଁ ୬ଶହ କୋଟି
  • ମିଲେଟ ମିଶନ ପାଇଁ ୪୯୭ କୋଟି ଟଙ୍କାର ବ୍ୟୟବରାଦ

Leave A Reply

Your email address will not be published.