ଓଡ଼ିଆ ନ୍ୟୁଜ୍: eKYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ।ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ‘ଏବେବି ରାଜ୍ୟର ୧୫ ଲକ୍ଷ ୬୭ ହଜାର e-KYC କରିନାହାନ୍ତି’।‘e-KYC କରିନଥିବା ଲୋକ ଚାଉଳ ପାଉଛନ୍ତି, ତାକୁ ବନ୍ଦ କରିଦିଆଯିବ’। ଯେଉଁମାନେ e-KYC କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ’।
‘କେନ୍ଦ୍ର ସରକାର e-KYC ବନ୍ଦ କରିଛନ୍ତି, ସମୟ ବଢ଼େଇଲେ ଆମେ ବଢ଼େଇବୁ’।‘ବାଦ୍ ପଡ଼ିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ’।ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆହୁରି କହିଛନ୍ତି, ଯେଉଁମାନେ କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ। କେନ୍ଦ୍ର ସରକାର ସମୟ ବଢ଼େଇଲେ ଆମେ ମଧ୍ୟ ବଢ଼େଇବୁ। ଯଦି କିଏ ବାଦ୍ ରହିଯାଇଥିବ ସେମାନେ ଲିଖିତ ଭାବେ ଦେଲେ ତାଙ୍କ କଥା ବିଚାର କରାଯିବ