ବଡ଼ଦାଣ୍ଡରେ ରହିବନି ମଦ ଦୋକାନ: ଅବକାରୀ ମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଶ୍ରୀମନ୍ଦିରର ୧ କିମି ପରିଧି ଓ ବଡ଼ଦାଣ୍ଡରେ ରହିବନି ମଦ ଦୋକାନ।ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ବଡ଼ଦାଣ୍ଡ ଏବଂ ସଂଯୋଗ କରୁଥିବା ଛୋଟ ଛୋଟ ରାସ୍ତାରେ ଆମିଷ ବିକ୍ରି ବନ୍ଦ।ଆଧ୍ୟାତ୍ମିକତାର ସୁରକ୍ଷା ଓ ମନ୍ଦିର ପାଖେ କୌଣସି ତାମସିକ କଥା ନରହୁ। ମଦ ବିକ୍ରି ବନ୍ଦ ପଲିସୀ ଆସିବା ପରେ କଡ଼ାକଡ଼ି କାର୍ଯ୍ୟକାରୀ କରାଯିବ।

ଏହାଛଡ଼ା ବଡଦାଣ୍ଡକୁ ସଂଯୋଗ କରୁଥିବା ସମସ୍ତ ଛୋଟ ଛୋଟ ରାସ୍ତାରେ ବି ଆମିଷ ବିକ୍ରିକୁ ବାରଣ କରାଯାଇଛି । ଏହାକୁ ଖିୁବ୍ ଶୀଘ୍ର କାର୍ଯ୍ୟକାରୀ କରାଯିବ । ଆଧ୍ୟାତ୍ମିକତାର ସୁରକ୍ଷା ଏବଂ ମନ୍ଦିର ଚାରିପାଖରେ ମଦ ବିକ୍ରି ବନ୍ଦ ନେଇ ପଲିସି ଆସିବା ପରେ ଏହାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯିବ ବୋଲି ଅବକାରୀ ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.