ବାଇକ୍‌ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ

0

ଓଡ଼ିଆ ନ୍ୟୁଜ୍: ବାଇକ୍‌ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ । ଦଶପଲ୍ଲା-ଭଞ୍ଜନଗର ରାସ୍ତା ସାକେଣୀ ଗାଁ ନିକଟରୁ ହୋଇଛି ଲୁଟ । ବ୍ଲେଡ୍‌ରେ ଆକ୍ରମଣ କରି ଟଙ୍କା ଲୁଟି ନେଇଛନ୍ତି ୮ ଜଣ ଦୁର୍ବୃତ୍ତ । ଆକ୍ରମଣ ପରେ ଦୁର୍ବୃତ୍ତ ବାଇକ୍‌ ପୋଡ଼ି ଫେରାର ମାରିଲେ ।ରକ୍ତ ଜୁଡୁବୁଡୁ ଅବସ୍ଥାରେ ବାଇକ୍‌ ଆରୋହୀଙ୍କୁ ଉଦ୍ଧାର କରାଯାଇଥିବାବେଳେ ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସର ପହଂଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.