ଓଡ଼ିଆ ନ୍ୟୁଜ୍: ସୁପ୍ରିମକୋର୍ଟରେ ମାହାଙ୍ଗା ଡବଲ୍ ମର୍ଡର ମାମଲା। ଜବାବ ଦାଖଲ ପାଇଁ ପୁଣି ସମୟ ନେଲେ ପ୍ରତାପ ଜେନା। ଜବାବ ଦାଖଲ ପାଇଁ ପୁଣି ସମୟ ନେଲେ ପ୍ରତାପ ଜେନା। ୪ ସପ୍ତାହରେ ଜବାବ ଦାଖଲ ପାଇଁ ସର୍ବୋଚ୍ଚ କୋର୍ଟଙ୍କ ନିର୍ଦ୍ଦେଶ।
ଆଉ ୨ ସପ୍ତାହରେ ପ୍ରତିଜବାବ ଦାଖଲ କରିବାକୁ ଆବେଦନକାରୀଙ୍କୁ ମହଲତ।୨ ମାସ ପରେ ସୁପ୍ରିମକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି।ପ୍ରତାପ ଜେନାଙ୍କୁ ଅଭିଯୁକ୍ତ ଭାବେ ଗ୍ରହଣ କରିବାକୁ ଆବେଦନ।ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ମୃତ କୁଳମଣି ବରାଳଙ୍କ ପୁଅ।