ବୁଡ଼ିଲା ପୋଲ, ମୋଟୁକୁ ଯୋଗାଯୋଗ ବିଚ୍ଛିନ୍ନ

0

ଓଡ଼ିଆ ନ୍ୟୁଜ୍: କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟ୍‌ର ବନ୍ୟାଜଳ।ଏନ୍ଏଚ୍ ୩୨୬ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ବନ୍ୟାଜଳ।ମୋଟୁ ସହ ଆନ୍ଧ୍ର ଓ ତେଲାଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍।ବ୍ରିଜର ଉଭୟ ପାର୍ଶ୍ଵରେ ଅଟକି ରହିଛି ଶହ ଶହ ଯାନବାହନମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ପୁଣି ବୁଡିଲା ପୋଲ ।

କାଙ୍ଗୁରୁକୋଣ୍ଡା ପୋଲ ଉପରେ ଚାରି ରୁ ପାଞ୍ଚ ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ଫଳରେ 326 ନମ୍ବର ଜାତୀୟ ରାଜପଥର ମାଲକାନଗିରି ଓ କାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଛି । ହାଇଦ୍ରାବାଦ ରୁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଫେରୁଥିବା ବସ ଗୁଡିକ କାଙ୍ଗୁରୁକୋଣ୍ଡା ଠାରେ ଅଟକି ରହିଛି ।

Leave A Reply

Your email address will not be published.