ମେ ରେ ମାଟ୍ରିକ୍ ରେଜଲ୍ଟ

0

ଓଡ଼ିଆ ନ୍ୟୁଜ୍: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ।ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି। ଆସନ୍ତା ୧୯ରୁ ସବଜେକ୍‌ଟିଭ୍ ଖାତା ଦେଖା ଆରମ୍ଭ ହେବ। ମୋଟ୍ ୫୫ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ ନିୟୋଜିତ।

ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି । ଆସନ୍ତା ୧୯ରୁ ସବଜେକ୍ଟିଭ ଖାତା ଦେଖା ଆରମ୍ଭ ହେବ । ମୋଟ୍ ୫୫ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ ନିୟୋଜିତ ହେବେ ।

Leave A Reply

Your email address will not be published.