ବଡ ଦୁର୍ଘଟଣାରୁ ବର୍ତ୍ତିଲା ମେମୁ ଟ୍ରେନ

0

ଓଡ଼ିଆ ନ୍ୟୁଜ (ବ୍ୟୁରୋ) : ପୁଣି ଏକ ବଡ଼ ବଡ଼ ଅଘଟଣରୁ ବର୍ତ୍ତିଗଲା ମେମୁ ଟ୍ରେନ୍ । ଭଦ୍ରକରୁ ବାଲେଶ୍ୱର ଯାଉଥିଲା ମେମୁ ଟ୍ରେନ୍ ।  ନୀଳଗିରି ରୋଡରେ ଲୁପ ଲାଇନରେ ପଶିଯାଇଥିଲା । କିନ୍ତୁ ସାମାନ୍ୟ ଦୁର୍ଘଟଣାରୁ ବର୍ତ୍ତିଗଲା ମେମୁ ଟ୍ରେନ୍ । ତେବେ ସିଗନାଲ କିମ୍ବା ଟ୍ରାକର ତ୍ରୁଟି ଜଣା ପଡିନଥିବା ବେଳେ ଲୋକ ପାଇଲଟ ନିଜର ଉପସ୍ଥିତ ବୁଦ୍ଧି ଯୋଗୁଁ ହଜାର ହଜାର ଯାତ୍ରୀଙ୍କ ଜୀବନ ବଞ୍ଚି ଯାଇଛି । ନୀଳଗିରି ରୋଡ଼ରେ ଦୁଇ ଘଣ୍ଟାରୁ ଅଧିକ ସମୟ ରହିଥିବା ବେଳେ ଲୋକପାଇଲଟ ଗାଡିକୁ ପଛକୁ ବ୍ରେକ କରି ପୁଣି ବାଲେଶ୍ୱର ଅଭିମୁଖେ ଯାଇଥିବା ଜଣାପଡ଼ିଛି । ବାଲେଶ୍ୱରଠାରେ ଯାତ୍ରୀମାନେ ୪ନମ୍ବର ଟ୍ରାକରେ ଗାଡି ପହଞ୍ଚିବା ପରେ ଯାତ୍ରମାନେ ଲୋକପାଇଲଟକୁ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ ।

ପଛକୁ ବ୍ରେକ କରି ପୁଣି ବାଲେଶ୍ୱର ଅଭିମୁଖେ ଯାଇଥିବା ଜଣାପଡ଼ିଛି । ବାଲେଶ୍ୱରଠାରେ ଯାତ୍ରୀମାନେ ୪ନମ୍ବର ଟ୍ରାକରେ ଗାଡି ପହଞ୍ଚିବା ପରେ ଯାତ୍ରମାନେ ଲୋକପାଇଲଟକୁ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଲା ମେମୁ । ଭଦ୍ରକରୁ ବାଲେଶ୍ୱର ଯାଉଥିଲା ମେମୁ ଟ୍ରେନ୍ । ନୀଳଗିରି ରୋଡରେ ଦୁର୍ଘଟଣାରୁ ବର୍ତ୍ତିଗଲା । ଲୁପ ଲାଇନରେ ପଶିଗଲା ମେମୁ ଟ୍ରେନ । ତେବେ ସିଗନାଲ କିମ୍ବା ଟ୍ରାକର ତ୍ରୁଟି ଜଣା ପଡିନଥିବା ବେଳେ ଲୋକ ପାଇଲଟ ନିଜର ଉପସ୍ଥିତ ବୁଦ୍ଧି ଯୋଗୁଁ ହଜାର ହଜାର ଯାତ୍ରୀଙ୍କ ଜୀବନ ବଞ୍ଚି ଯାଇଛି ।

ନୀଳଗିରି ରୋଡ଼ରେ ଦୁଇ ଘଣ୍ଟାରୁ ଅଧିକ ସମୟ ରହିଥିବା ବେଳେ ଲୋକପାଇଲଟ ଗାଡିକୁ ପଛକୁ ବ୍ରେକ କରି ପୁଣି ବାଲେଶ୍ୱର ଅଭିମୁଖେ ଯାଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.