ଓଡ଼ିଆ ନ୍ୟୁଜ୍: ପ୍ରବାସୀ ମହିଳାଙ୍କୁ ବି ମିଳିବ ସୁଭଦ୍ରା ଟଙ୍କା। ଏନେଇ ଗଣମାଧ୍ୟମ ଆଗରେ କହିଛନ୍ତି ଉପମୁଖ୍ୟମନ୍ତ୍ରୀଙ୍କ ପ୍ରଭାତୀ ପରିଡା। ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ଚତୁର୍ଥ ପର୍ଯ୍ୟାୟରେ ମିଳିବ ଟଙ୍କା। ଜିଲ୍ଲା ରିଭିୟୁରେ ଆସିଲା ବଡ଼ ତଥ୍ୟ। ଉପମୁଖ୍ୟମନ୍ତ୍ରୀ କହିଲେ ଅନେକ ମାଇଗ୍ରାଣ୍ଟ ମହିଳା ରାଜ୍ୟ ବାହାରେ ରେ ଅଛନ୍ତି। ଯେଉଁମାନେ ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରିନାହାନ୍ତି। ସେମାନେ ଜଲଦି ଆବେଦନ କରନ୍ତୁ ସରକାର ତାଙ୍କୁ ବି ସୁଭଦ୍ରା ଟଙ୍କା ଦେବେ ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ।
ଶେଷ ହିତାଧିକାରୀଙ୍କ ପାଖରେ ସରକାର ପହଞ୍ଚିବେ। ଜାନୁଆରୀ ଶେଷ ସୁଦ୍ଧା ସୁଭଦ୍ରା ଟଙ୍କା ବହୁତ ଜଲଦି ମିଳିବ।