ମୋଦି-ଟ୍ରମ୍ପ୍‌ ଆଲୋଚନା

0

ଓଡ଼ିଆ ନ୍ୟୁଜ୍: ପ୍ରଧାନମନ୍ତ୍ରୀ ମୋଦି- ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମଧ୍ୟରେ ଆଲୋଚନା। ପଶ୍ଚିମ ଏସିଆ ସ୍ଥିତି ନେଇ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା।ଦୁଇ ନେତା ମଧ୍ୟପ୍ରାଚ୍ୟରେ ଚାଲିଥିବା ସ୍ଥିତି ନେଇ ଆଲୋଚନା କରିବା ସହ ହରମୁଜ ଜଳପଥ ଖୋଲା ରଖିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏନେଇ ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି “ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହୋଇଛନ୍ତି। ସେମାନେ ମଧ୍ୟପ୍ରାଚ୍ୟରେ ଚାଲିଥିବା ପରିସ୍ଥିତି ବିଷୟରେ ଆଲୋଚନା କରିଛନ୍ତି, ଯେଉଁଥିରେ ହର୍ମୁଜ୍ ଜଳପଥ ଖୋଲା ରଖିବାକୁ ଗୁରୁତ୍ୱ ଦିଆଯାଇଛି।”

ଆମେରିକା ରାଷ୍ଟ୍ରଦୂତଙ୍କ ପୋଷ୍ଟର କିଛି ମିନିଟ୍ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଟ୍ରମ୍ପଙ୍କ ଫୋନ୍ କରିଥିବା ନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ପୋଷ୍ଟ କରି ଲେଖିଛନ୍ତି “ରାଷ୍ଟ୍ରପତି ଟ୍ରମ୍ପଙ୍କ ଠାରୁ ଫୋନ କଲ୍ ଆସିଥିଲା।

Leave A Reply

Your email address will not be published.