ଧନ୍ୟବାଦ ପ୍ରସ୍ତାବ ଉପରେ ଆଜି ରାଜ୍ୟସଭାରେ ଉତ୍ତର ରଖିବେ ମୋଦୀ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ସଂସଦର ବଜେଟ୍ ଅଧିବେଶନରେ ଗୁରୁବାର ଅପରାହ୍ନ ୨ ଟାରେ ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜବାବ ଦେବେ।

ବଜେଟ୍ ଅଧିବେଶନର ପ୍ରଥମ ଦିନ ଜାନୁଆରୀ ୩୧ ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକସଭା ଓ ରାଜ୍ୟସଭାର ମିଳିତ ବୈଠକକୁ ସମ୍ବୋଧିତ କରିଥିଲେ।

Leave A Reply

Your email address will not be published.