ଓଡ଼ିଆ ନ୍ୟୁଜ୍: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ ଉଠାଇଲେ। ୩ ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ମିଳିଛି ନେତୃତ୍ବ।ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମ ଠାରୁ ପୂରା ଅଲଗା।ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧି ପରିବାରକୁ ସମାଲୋଚନା କରିଥିଲେ।ସେ ଓ ତାଙ୍କ ପୁଅ କୋଶଳ ଆନ୍ଦୋଳନକୁ ସମର୍ଥନ କରିବା ଚିନ୍ତାଜନକ।ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ବରେ ୮୩ ହଜାର ଭୋଟ୍ରେ ହାରିଛି।ନୂଆପଡ଼ା ତାଙ୍କ ସଂସଦୀୟ କ୍ଷେତ୍ର ହୋଇଥିଲେ ବି ପ୍ରଦର୍ଶନ ନିରାଶାଜନକ।ନିଜ ସଂସଦୀୟ କ୍ଷେତ୍ର ବିଶ୍ବାସ କରୁନି, କର୍ମୀ ବିଶ୍ବାସ ନକରିବା ସ୍ବାଭାବିକ।ସେ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ବ ଦେବା ଅସମ୍ଭବ ବ୍ୟାପାର। ପୂର୍ବ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଦକ୍ଷତାକୁ ନେଇ ଉଠାଇଲେ ପ୍ରଶ୍ନ।ଶରତଙ୍କ ନେତୃତ୍ବରେ ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩% ଭୋଟ୍ ପାଇଲା।
ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଲେ- ମୋକିମ୍। ଆଜିକା ଦିନରେ କଂଗ୍ରେସକୁ ପୁନର୍ଜୀବନ ଦରକାର- ମୋକିମ୍। ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି ସହ ଯୁବ ନେତୃତ୍ବ ଦରକାର।ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ମହମ୍ମଦ ମୋକିମ୍।ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ ଉଠାଇଲେ। ୩ ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ମିଳିଛି ନେତୃତ୍ବ।ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମ ଠାରୁ ପୂରା ଅଲଗା।ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧି ପରିବାରକୁ ସମାଲୋଚନା କରିଥିଲେ।ସେ ଓ ତାଙ୍କ ପୁଅ କୋଶଳ ଆନ୍ଦୋଳନକୁ ସମର୍ଥନ କରିବା ଚିନ୍ତାଜନକ।ନଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ବରେ ୮୩ ହଜାର ଭୋଟ୍ରେ ହାରିଛି।ନୂଆପଡ଼ା ତାଙ୍କ ସଂସଦୀୟ କ୍ଷେତ୍ର ହୋଇଥିଲେ ବି ପ୍ରଦର୍ଶନ ନିରାଶାଜନକ।
ନିଜ ସଂସଦୀୟ କ୍ଷେତ୍ର ବିଶ୍ବାସ କରୁନି, କର୍ମୀ ବିଶ୍ବାସ ନକରିବା ସ୍ବାଭାବିକ।ସେ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ବ ଦେବା ଅସମ୍ଭବ ବ୍ୟାପାର।ପୂର୍ବ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଦକ୍ଷତାକୁ ନେଇ ଉଠାଇଲେ ପ୍ରଶ୍ନ।ଶରତଙ୍କ ନେତୃତ୍ବରେ ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩% ଭୋଟ୍ ପାଇଲା।ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଲେ- ମୋକିମ୍।ଆଜିକା ଦିନରେ କଂଗ୍ରେସକୁ ପୁନର୍ଜୀବନ ଦରକାର- ମୋକିମ୍।ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି ସହ ଯୁବ ନେତୃତ୍ବ ଦରକାର।