ନୂଆପଡା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି

0

ଓଡ଼ିଆ ନ୍ୟୁଜ୍: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା।ନୂଆପଡ଼ା ପାଇଁ ୧୧୦୧ କୋଟି ଟଙ୍କାର ଭେଟି ଘୋଷଣା।ନୂଆପଡ଼ାରେ ଜଳସେଚନ ପାଇଁ ୮୦୨ କୋଟି ଘୋଷଣା।୭୫ କୋଟିର ଅନ୍ୟାନ୍ୟ କଲ୍ୟାଣମୂଳକ ପ୍ରକଳ୍ପ ମଧ୍ୟ ଘୋଷଣା କଲେ। ନୂଆପଡ଼ାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ସହ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ।

ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ବତନ୍ତ୍ର ବିମାନରେ ଆସି ଖରିଆରରୋଡ ଗୋତମାସ୍ଥିତ ହେଲିପ୍ୟାଡ୍‌ରେ ଅବତରଣ କରି ସଡ଼କ ପଥରେ ନୂଆପଡ଼ା ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ ସଭାରେ ସାମିଲ ହୋଇଛନ୍ତି। ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

Leave A Reply

Your email address will not be published.