ବିଜୁଙ୍କ ସ୍ବପ୍ନ ପୂରଣ କରିବୁ: ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ବିଜୁଙ୍କ ଶ୍ରାଦ୍ଧ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା।ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର।ଓଡ଼ିଶା ମାଟିର ଗୌରବ ଓ ଦେଶର ସମ୍ମାନ ପାଇଁ ବିଜୁବାବୁ ସର୍ବଦା ଲଢ଼ୁଥିଲେ। ‘ଓଡ଼ିଶାର ସ୍ୱାଭିମାନ ଏବଂ ସମ୍ମାନ ପାଇଁ ସେ କେବେ ସାଲିସ କରିନଥିଲେ’।ଓଡ଼ିଶାକୁ ସମୃଦ୍ଧ କରିବାକୁ ସ୍ବପ୍ନ ଦେଖିଥିଲେ ବିଜୁ ପଟ୍ଟନାୟକ।ଓଡ଼ିଶା ଅସ୍ମିତା ବିଶ୍ୱ ଦରବାରରେ ପରିଚିତ କରାଇବା ତାଙ୍କ ସ୍ବପ୍ନ ଅଧୁରା ରହିଯାଇଛି।ସେହି ସପ୍ନକୁ ପୂରା କରିବାକୁ ଆମ ସରକାର ସଂକଳ୍ପ ନେଇଛନ୍ତି।ଆଗାମୀ ଦିନରେ ଓଡ଼ିଆ ସ୍ୱାଭିମାନ ବିଶ୍ୱ ଦରବାରରେ ପହଞ୍ଚିବ।

ଓଡ଼ିଶାର ସ୍ୱାଭିମାନ ଏବଂ ସମ୍ମାନ ପାଇଁ ସେ କେବେ ସାଲିସ କରିନଥିଲେ । ଓଡିଶାକୁ ସମୃଦ୍ଧ କରିବାକୁ ସ୍ବପ୍ନ ଦେଖିଥିଲେ ବିଜୁ ପଟ୍ଟନାୟକ । ବିଜୁ ପଟ୍ଟନାୟକ ସଂକଳ୍ପ ଏବଂ ସ୍ବପ୍ନକୁ ନେଇ ଆମ ସରକାର ମଧ୍ୟ ସମୃଦ୍ଧ ଓଡିଶା ଗଠନ କରିବାକୁ କାର୍ଯ୍ୟ କରୁଛି । ଓଡିଶା ଅସ୍ମିତାକୁ ବିଶ୍ୱ ଦରବାରରେ ପରିଚିତ କରାଇବାରେ ବିଜୁ ବାବୁ ଙ୍କର ଯେଉଁ ସ୍ବପ୍ନ ଅଧୁରା ରହିଯାଇଛି, ସେହି ସପ୍ନକୁ ପୁରା କରିବାକୁ ଆମ ସରକାର ସଂକଳ୍ପ ନେଇଛନ୍ତି । ଆଗାମୀ ଦିନରେ ଓଡ଼ିଆ ସ୍ୱାଭିମାନ ବିଶ୍ୱ ଦରବାରରେ ପହଂଚିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Leave A Reply

Your email address will not be published.