ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ ହେବ ବାତ୍ୟା: ମୃତ୍ୟୁଞ୍ଜୟ ମହାପାତ୍ର

0

ଓଡ଼ିଆ ନ୍ୟୁଜ୍: ଓଡ଼ିଶାରେ ପହଞ୍ଚିଲା ବେଳକୁ ବାତ୍ୟା ଦୁର୍ବଳ ହୋଇଥିବ। ସୂଚନା ଦେଲେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।‘ଲ୍ୟାଣ୍ଡଫଲ୍‌ ବେଳେ ଭୀଷଣ ବାତ୍ୟା, ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ’।‘ଦକ୍ଷିଣ ଓଡ଼ିଶା ଦେଇ ଛତିଶଗଡ଼ ମୁହାଁ ହେବ ବାତ୍ୟା’।‘ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ାରେ ପ୍ରଭାବ ପଡ଼ିବ’। ‘କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ମଧ୍ୟ ପ୍ରଭାବ ପଡ଼ିବ’। ‘ଓଡ଼ିଶାରେ ବାତ୍ୟା ଦୁର୍ବଳ ହେଉଥିବାରୁ ୬୦ରୁ ୭୦ କିମି ପବନ’।‘୨୮ ରାତିରୁ ୨୯ ସକାଳ ଭିତରେ ବେଶୀ ପ୍ରଭାବ ରହିବ ବୋଲି କହିଛନ୍ତି imd ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ।

Leave A Reply

Your email address will not be published.