ଦିଲ୍ଲୀରୁ ଫେରିଲେ ନବୀନ

0

ଓଡ଼ିଆ ନ୍ୟୁଜ୍: ଦିଲ୍ଲୀରୁ ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଦିଲ୍ଲୀରୁ ଫେରିଲେ ନବୀନ।ଗତମାସ ୭ ତାରିଖରେ ଦିଲ୍ଲୀ ଯାଇଥିଲେ ନବୀନ। ନୂଆପଡା ଉପନିର୍ବାଚନ ପୂର୍ବରୁ ଦିଲ୍ଲୀରୁ ପେରିଲେ ନବୀନ।

ଆଜି ଅପରାହ୍ନ ପ୍ରାୟ ୩ଟାରେ ଏକ ସ୍ବତନ୍ତ୍ର ଚାର୍ଟର୍ଡ ବିମାନରେ ଆସି ଭୁବନେଶର ଅନ୍ତର୍ଜାତୀୟ ବିମାନବନ୍ଦରରେ ଓହ୍ଲାଇଛନ୍ତି। ସେଠାରୁ ସେ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ନ ଦେଇ ସିଧାସଳଖ ନବୀନ ନିବାସକୁ ଯାଇଛନ୍ତି। ତେବେ ଦିଲ୍ଲୀରେ ଦୀର୍ଘ ୧ ମାସରୁ ଅଧିକ ସମୟ ରହିବା ପରେ ନବୀନ ଓଡିଶା ଫେରିଛନ୍ତି।

Leave A Reply

Your email address will not be published.