ଓଡ଼ିଆ ନ୍ୟୁଜ୍: ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ CMଙ୍କୁ ନବୀନଙ୍କ ଚିଠି।ଡିଲିମିଟେସନ ପ୍ରସଙ୍ଗ ଉଠାଇ ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଲେଖିଲେ ଚିଠି। ୪୮ ଘଣ୍ଟା ଭିତରେ ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ ଦେଲେ।ସାମାନ୍ୟତମ ରାଜନୈତିକ ଅଧିକାର କ୍ଷୁଣ୍ଣ ନ କରିବାକୁ ସଂକଳ୍ପ ପାରିତ କରାଯାଉ।ଲୋକସଭାରେ ଓଡ଼ିଶାର ପ୍ରତିନିଧିତ୍ବ ବର୍ତ୍ତମାନ ୩.୯ ପ୍ରତିଶତ ରହିଛି। ଆସନ ସଂଖ୍ୟା ୨୧ରୁ ୨୯କୁ ବୃଦ୍ଧି ହେଲେ ବି ପ୍ରତିନିଧିତ୍ବ ୩.୪%କୁ କମିବ। ଫଳରେ ଆମର ରାଜନୈତିକ ଅଧିକାର ଅନ୍ୟ ରାଜ୍ୟମାନେ ଛଡ଼ାଇ ନେବେ।
ପ୍ରକାଶିତ ରିପୋର୍ଟ ଅନୁସାରେ ଓଡ଼ିଶା ଚତୁର୍ଥ ସର୍ବାଧିକ କ୍ଷତିଗ୍ରସ୍ତ ରାଜ୍ୟ ହେବ।ଜନସଂଖ୍ୟା ବୃଦ୍ଧି, ମାନବ ସମ୍ପଦ ବିକାଶରେ ଅଗ୍ରଣୀ ସତ୍ତ୍ବେ ପ୍ରତିନିଧିତ୍ୱ ୧୫% କମିବ।ପ୍ରକାଶିତ ରିପୋର୍ଟ ଅନୁସାରେ ଓଡ଼ିଶା ଚତୁର୍ଥ ସର୍ବାଧିକ କ୍ଷତିଗ୍ରସ୍ତ ରାଜ୍ୟ ହେବ।ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଭବିଷ୍ୟତ ପିଢ଼ି ପାଇଁ ଗୁରୁତର ଅନ୍ୟାୟ ହେବ।