କରୋନା ଭାଇରସର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ଉପାୟ ଅବଲମ୍ବନ କରୁଛନ୍ତି l ତେବେ ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଗଣମାଧ୍ୟମ ଜରିଆରେ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି l କରୋନା ଭାଇରସ୍ ପାଇଁ ମୁଖ୍ୟମନ୍ତ୍ରୀ ଭିଡିଓ ମେସେଜ ଜରିଆରେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି l